🌹💐👉ମହାବୀର ପଞ୍ଜିକା👈💐🌹 🌼🌹꧁ ଆଜିର ରାଶିଫଳ꧂🌹🌼

Today's Raashifal
Reading Time: 2 minutes

🌹💐👉ମହାବୀର ପଞ୍ଜିକା👈💐🌹

✧═════•❁❀❁•═════✧
ଅଦ୍ୟ ଅକ୍ଟୋବର ୨୩ ତାରିଖ ୨୦୨୦ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ଆଶ୍ଵିନ-ଶୁକ୍ଳପକ୍ଷ
ତିଥି-ସପ୍ତମୀ ଦିବା ଘ୦୬/୫୪ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ ନକ୍ଷତ୍ର-ଉତ୍ତରାଷ।ଢା ରାତ୍ରି ଘ୦୨/୦୨ ପର୍ଯ୍ୟନ୍ତ ତଦନ୍ତେ ଶ୍ରବଣ। ଚନ୍ଦ୍ର- ଧନୁ ଦିବା ଘ୦୭/୩୪ ପର୍ଯ୍ୟନ୍ତ ତଦନ୍ତେ ମକର
ଯୋଗ- ଧୃତି
କରଣ -ବାଣିଜ୍ୟ
ସୌରମାସ -ତୁଳା ୦୭ ଦିନ
✧═════•❁❀❁•═════✧
ସୁର୍ୟୋଦୟ -ପ୍ରାତଃ ଘ୦୫/୪୮/୫୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୫/୩୯
✧═════•❁❀❁•═════✧
ଯୋଗିନୀ ବାୟବ୍ୟେ ଦିବା ଘ୦୬/୫୪ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟେ
ସିଂହ ରାଶି ର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶି ର ଘାତବାର
ଅଦ୍ୟ ଅଷ୍ଟମୀର ଏକୋଦିଷ୍ଟ ଓ ପ୍ରାବଣ ଶ୍ରାଦ୍ଧ
✧═════•❁❀❁•═════✧
କାଳବେଳା ଓ ବାରବେଳା – ଦିବା ଘ୦୮/୪୦ ଗତେ ଘ୧୦/୩୩ ମଧ୍ୟେ
✧═════•❁❀❁•═════✧
ବିଶୁଦ୍ଧ ଅମୃତବେଳା- ଦିବା ଘ ୦୭/୧୪ ମଧ୍ୟେ ଓ ଘ ୦୩/୪୬ଗତେ ଘ୦୫/୧୨ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ରବେଳା-ଦିବା ଘ ୦୭/୧୫ ଘ୦୮/୩୯ମଧ୍ୟେ ଓ ଘ ୧୦/୩୪ଗତେ ଘ୧୨/୦୧ ମଧ୍ୟେ
✧═════•❁❀❁•═════✧
ଅଦ୍ୟ ତାଳ ଦିବା ଘ୦୬/୫୩ ଗତେ ନଡିଆ ଭକ୍ଷଣ ନିଷେଧ
✧═════•❁❀❁•═════✧

🌼🌹꧁ ଆଜିର ରାଶିଫଳ꧂🌹🌼

✧═════•❁❀❁•═════✧
🌹ମେଷ🌷👉: ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।
✧═════•❁❀❁•═════✧
🌹ବୃଷ🌷👉: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।
✧═════•❁❀❁•═════✧
🌹ମିଥୁନ🌷👉: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।
✧═════•❁❀❁•═════✧
🌹କର୍କଟ🌷👉: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।
✧═════•❁❀❁•═════✧
🌹ସିଂହ🌷👉କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।
✧═════•❁❀❁•═════✧
🌹କନ୍ୟା🌷👉: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।
✧═════•❁❀❁•═════✧
🌹ତୁଳା🌷👉: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।
✧═════•❁❀❁•═════✧
🌹ବିଛା🌷👉: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।
✧═════•❁❀❁•═════✧
🌹ଧନୁ🌷👉: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।
✧═════•❁❀❁•═════✧
🌹ମକର🌷👉: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।
✧═════•❁❀❁•═════✧
🌹କୁମ୍ଭ🌷👉: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।
✧═════•❁❀❁•═════✧
🌹ମୀନ🌷👉: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

 

ମହାବୀର ପଞ୍ଜିକା: ଆଜିର ରାଶିଫଳ

Recommended For You

About the Author: Utkal Odisha

Utkal Odisha brings the best of articles, news, and views in English and Odia.

Leave a Reply

Your email address will not be published. Required fields are marked *

Human Verification: In order to verify that you are a human and not a spam bot, please enter the answer into the following box below based on the instructions contained in the graphic.