🌹🌸ଆଜିର ରାଶିଫଳ🌸🌹🌹୮ନଭେମ୍ବର୨୦୨୦(ରବିବାର)🌹

Rashifal
Reading Time: 2 minutes

🌹ମେଷ: ପରମ ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିପାରେ । ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ ।

🌹ବୃଷ: ଆଳସ୍ୟ ପରାୟଣ ହେଲେ ବି ଆୟ ଆଶାନୁରୂପ ହେବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ମୋକଦ୍ଦମା ଖର୍ଚ୍ଚ ମିଳିବ । ଧନ, ସମ୍ପଦ,ଭରପୂର ରହିବ । ସୁସ୍ଥ ଓ ନିରାମୟ ରହିବେ ।

🌹ମିଥୁନ: ଅର୍ଥ ପ୍ରାପ୍ତ ହେବେ; ମାତ୍ର ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି ।କର୍ମଚଞ୍ଚଳ ରହିବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରକୃତିର ହେବେ ।ସାହସୀ ଓ ଜ୍ଞାନୀ ହେବେ । ଗୁପ୍ତବିଦ୍ୟାରେ ରୁଚି ରହିବ ।

🌹କର୍କଟ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି ।ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି ।କର୍ମଚଞ୍ଚଳ ରହିବେ ।ସରକାରୀ ସ୍ତରରେ ସମ୍ମାନିତ ହେବେ ।ଗୃହସୁଖ ସହିତ ଯାନବାହନ ସୁଖ ମିଳିବ । ବହୁବିଦ୍ୟା ପାରଙ୍ଗମ ହେବେ।

🌹ସିଂହ: ଆୟ ଆଶାନୁରୂପ ହେବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।ନିଜ ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ଅତୁଟ ରହିବ ।

🌹କନ୍ୟା: ଶ୍ରମ ସାର୍ଥକ ହେବ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ ।ବିଦ୍ୱାନ୍, ସାହସୀ ଓ ସମ୍ପରିବାନ୍ ହେବେ ।ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।ବିନୟ ଭାବର ହେବେ ।

🌹ତୁଳା: କାର୍ଯ୍ୟ ବିଳମ୍ବିତ ହୋଇପାରେ। ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରଭାବ ବୃଦ୍ଧି ହେବ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରା କରିବା ଭଲ।

🌹ବିଛା: ବହୁ ସୁଖର ଅଧିକାରୀ ହୋଇପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ସ୍ଵକର୍ମ ପାଇଁ ମନରେ ଅହଂ ଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କଠାରୁ ପରାମର୍ଶ ମିଳିବ।

🌹ଧନୁ: ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ଚକ୍ଷୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି ।ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶକ୍ତିମାନ୍ ଓ ଶତୃହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ଅର୍ଜନ କରିବେ।

🌹ମକର: କ୍ରୋଧ ସମ୍ବରଣ କଲେ ମାନ୍ୟତା ପ୍ରାପ୍ତ ହେବେ ।କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି ।କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବହିବ ।

🌹କୁମ୍ଭ: ତେଜିୟାନ୍ ଓ କଡ଼ା ମିଞ୍ଜାସର ହୋଇପାରନ୍ତି । ଉଦାର ଭାବ ପ୍ରଦର୍ଶନ କରିପାରନ୍ତି । ଦାନ-ଧର୍ମକୁ ଶ୍ରେୟ ମଣିପାରନ୍ତି ।ବ୍ୟକ୍ତିତ୍ଵର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ।

🌹ମୀନ: ବିବାଦୀୟ ଘଟଣାରେ ବିଜୟୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି ।ପ୍ରେମୀ ଓ ସାହସୀ ହେବେ ।ସାନଭାଇମାନଙ୍କଠାରୁ ଆଦର,ସମ୍ମାନ ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ ।

 

🌹ଜ୍ଯୋତିଷ ଗଣକ-ରମେଶ ଚନ୍ଦ୍ର ପଣ୍ଡା🌹
🌹ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ🌹

 

🌹🌸ଆଜିର ପଞ୍ଚାଙ୍ଗ🌸🌹🌹୨୬ଅକ୍ଟୋବର୨୦୨୦(ସୋମବାର)🌹

Recommended For You

About the Author: Utkal Odisha

Utkal Odisha brings the best of articles, news, and views in English and Odia.

Leave a Reply

Your email address will not be published. Required fields are marked *

Human Verification: In order to verify that you are a human and not a spam bot, please enter the answer into the following box below based on the instructions contained in the graphic.