
🌹ସୁନ୍ଦର ମୁହଁଟିଏ କିଛିଦିନ ପାଇଁ ମନେ ରୁହେ।କିନ୍ତୁ ସୁନ୍ଦର ହୃଦୟରଟିଏ ସାରା ଜିବନ ପାଇଁ ମନରେ ସାଇତି ହୋଇ ରହିଯାଏ ।
🌹ମଣିଷର ପ୍ରକୃତି:- ପ୍ରଶୟ ଦେଲେ- ମୁଣ୍ଡରେ ଚଢ଼େ ଆଦର କଲେ- ଖୋସାମତ ଭାବେ ଉପଦେଶ ଦେଲେ- ମୁହଁ ମୋଡେ ଉପକାର କରିଥିଲେ- ଅସ୍ବୀକାର କରେ।
🌹ଜୀବନରେ କେବେ କାହା ପଛରେ ଦୌଡନାହିଁ। ତା ମନରେ ତୁମ ପ୍ରତି ଭଲ ପାଇବା ତ ବଢ଼ିବନି କିନ୍ତୁ ତୁମେ ତୁମ ନିଜର ଆତ୍ମସମ୍ମାନ ନିଶ୍ଚୟ ହରାଇ ବସିବ।
🌹ଯିଏ ଜ୍ଞାନୀ ହୋଇଥାଏ ବୁଝେଇ ହେବ ଯିଏ ଅଜ୍ଞାନୀ ହୋଇଥାଏ ତାକୁବି ବୁଝେଇ ହେବ, କିନ୍ତୁ ଯିଏ ଅଭିମାନି ତାକୁ ବୁଝେଇବା ସମ୍ଭବ ନୁହେଁ। କେବଳ ସମୟ ହିଁ ତାକୁ ବୁଝେଇ ଦେଇଥାଏ।
🌹ଗୋଟିଏ ଘରେ ଯେତେ ବି ଲୋକ ରୁହନ୍ତୁ ନା କାହିଁକି, ଯଦି ‘ମା’ ନଥାଏ ତେବେ ସେ ଘର ବହୁତ ଖାଲି ଖାଲି ଲାଗିଥାଏ।
🌹ସତ୍ୟକୁ ଯେତେ ଦବାଇବାକୁ ଚେଷ୍ଟା କଲେ ମଧ୍ୟ ତାହା ସାମନାକୁ ବାହାରିପଡେ । ସଂସାରରେ ଖୁବ୍ କମ୍ ପ୍ରାଣୀ ଅଛନ୍ତି ଯାହାର ଭିତର ବାହାର ସମାନ ନଚେତ୍ ସବୁ ଅଲଗା ଅଲଗା ।
🌹ସନ୍ଦେହ ଏକ ଏପରି ରୋଗ ଯାହା ଜଣଙ୍କ ମନରେ ଥରେ ବସିଯାଏ ଆଉ ସାରା ଜୀବନ ମନରୁ ବାହାରି ନଥାଏ। ବେଳେ ବେଳେ ସନ୍ଦେହ ଭଲ ଘରକୁ ବି ଭାଙ୍ଗିକି ଚୁରମାର କରିଦିଏ ।
🌼🌸🙏ଜୟ ଶ୍ରୀକୃଷ୍ଣ🙏🌸🌼