ଦେଶରେ ୧ ଲକ୍ଷ ଟପିଲା କରୋନା ଜନିତ ମୃତ୍ୟୁ; ୨୪ ଘଣ୍ଟାରେ ୧୦୬୯ ମୃତ

Corona Update in India
Reading Time: < 1 minute

୨୪ ଘଣ୍ଟାରେ ୧୦୬୯ ଆକ୍ରାନ୍ତ ମୃତ୍ୟୁ ହେବା ପରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୮୪୨କୁ ବୃଦ୍ଧି ପାଇଛି।

ଦିନକରେ ୭୯, ୪୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୪ ଲକ୍ଷ ୭୩ ହଜାର ୫୪୫କୁ ବୃଦ୍ଧି ପାଇଛି।

ଏହାସହ ୯,୪୪,୯୯୬ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୫୪, ୨୭, ୭୦୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Few lessons learnt in the past few days #DonateToFightCoronavirus

Recommended For You

About the Author: Utkal Odisha

Utkal Odisha brings the best of analysis, articles, data, information, insights, news, opinions, stories and views in English and in Odia language.
0 0 votes
Article Rating
Subscribe
Notify of
guest
0 Comments
Inline Feedbacks
View all comments
0
Would love your thoughts, please comment.x
()
x