today’s latest news updates latest news

👇ଦେଶରେ ନୂଆ ପଜିଟିଭ ୩୨,୦୮୦ ; ମୃତ ୪୦୨👇

Corona update in Odia
Reading Time: < 1 minute

👉ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ପାଉଥିବବା ଦେଖାଯାଉଛି।

ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଦେଶରେ ୨୪ ଘଣ୍ଟାରେ ୩୨,୦୮୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୪୦୨ ଆକ୍ରାନ୍ତଙ୍‍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୧ ହଜାର ୩୬୦ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାଙ୍କ ସଂଖ୍ୟା ୯୭ ଲକ୍ଷ ୩୫ ହଜାର ୮୫୦କୁ ବୃଦ୍ଧି ପାଇଛି। ୩ଲକ୍ଷ ୭୮ ହଜାର ୯୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

୯୨ ଲକ୍ଷ ୧୫ ହଜାର ୫୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

💐ରକ୍ତଦାନ ର ଉପକାରିତ💐

Recommended For You

About the Author: Utkal Odisha

Utkal Odisha brings the best of analysis, articles, data, information, insights, news, opinions, stories and views in English and in Odia language.
0 0 votes
Article Rating
Subscribe
Notify of
guest
0 Comments
Inline Feedbacks
View all comments
0
Would love your thoughts, please comment.x
()
x