Minor changes in States admin officers team in Odisha

IAS ସ୍ତରରେ ଛୋଟ ଧରଣର ଅଦଳ ବଦଳ

IAS
Reading Time: < 1 minute

ରାଜ୍ୟ IAS ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। କରୋନା ମୁକାବିଲା ବେଳେ ବଦଳିଲେ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ । ନିକୁଞ୍ଜ ବିହାରୀ ଧଳ ହେଲେ ଶକ୍ତି ବିଭାଗର ପ୍ରମୁଖ ସଚିବ। ସେହିପରି -ଶକ୍ତି ସଚିବ ବିଷ୍ଣୁପଦ ସେଠୀଙ୍କୁ ଦିଆଗଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଦାୟିତ୍ୱ ଦିଆ ଯାଇଛି। ପୂର୍ବରୁ ପ୍ରଦୀପ୍ତ ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ଦାୟିତ୍ୱରେ ମଧ୍ୟ ରଖାଯାଇଥିଲା । ସନ୍ତୋଷ ଷଡ଼ଙ୍ଗୀ ହେଲେ ବିଜ୍ଞାନ ଓ କାରିଗରୀ କୌଶଳ ସଚିବ ।

Recommended For You

About the Author: Utkal Odisha

Utkal Odisha brings the best of analysis, articles, data, information, insights, news, opinions, stories and views in English and in Odia language.
0 0 votes
Article Rating
Subscribe
Notify of
guest

Human Verification: In order to verify that you are a human and not a spam bot, please enter the answer into the following box below based on the instructions contained in the graphic.


0 Comments
Inline Feedbacks
View all comments
0
Would love your thoughts, please comment.x
()
x