ନୂଆ ଲାଇସେନ୍ସ ବ୍ୟବସ୍ଥା

RTO License to be issued
Reading Time: < 1 minute

ରାଜ୍ୟରେ ୨୧ଟି ଆର୍‌ଟିଓରେ ନୂଆ ଡିଏଲ୍‌ ଆବେଦନ ପାଇଁ ସ୍ଲଟ୍‌ ଖୋଲିବାକୁ ଅନୁମତି ଦିଆଯାଇଛି। ଏଥିରେ ଚଣ୍ତିଖୋଲ, ବରପାଲି, କୋରାପୁଟ, ମୟୂରଭଞ୍ଜ, ଫୁଲବାଣୀ, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା, ଅନୁଗୋଳ, ଗଜପତି, ନବରଙ୍ଗପୁର, ବୌଦ୍ଧ, ଦେଓଗଡ଼, ମାଲକାନଗିରି, ଭଞ୍ଜନଗର, ଗଞ୍ଜାମ, ସୋନପୁର, ତାଳଚେର, ରାଇରଙ୍ଗପୁର, ରାଉରକେଲା, ସମ୍ବଲପୁର ସାମିଲ ହୋଇଛନ୍ତି।

୨୦ ତାରିଖଠାରୁ ଭଦ୍ରକ, ନୟାଗଡ଼, ନୂଆପଡ଼ା ଏବ˚ ଯାଜପୁରରେ ନୂଆ ଡିଏଲ୍‌ ଆବେଦନ କରିବାକୁ ଅନୁମତି ମିଳିଛି। ଅନ୍ୟପଟେ ୨୨ଟି ଆର୍‌ଟିଓରେ ନୂଆ ଲର୍ଣ୍ଣର୍ସ‌୍ ଲାଇସେନ୍ସ ଆବେଦନ ପାଇଁ ଅନୁମତି ପ୍ରଦାନ କରାଯାଇଥିବା ପରିବହନ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

 

ସବୁ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ…

Recommended For You

About the Author: Utkal Odisha

Utkal Odisha brings the best of articles, news, and views in English and Odia.

Leave a Reply

Your email address will not be published. Required fields are marked *

Human Verification: In order to verify that you are a human and not a spam bot, please enter the answer into the following box below based on the instructions contained in the graphic.