ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ…

Puri Nagarjuna Besha
Reading Time: < 1 minute

ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ବ୍ୟବହୃତ ହୋଇଥିବା ସୂର୍ଯ୍ୟ, ଚନ୍ଦ୍ର ଗାଏବ ଅଭିଯୋଗ ।

ଶ୍ରୀମନ୍ଦିରର ଜଣେ କର୍ମଚାରୀ ଏହାକୁ ନେଇ ଯାଇଥିବା ନେଇ, ବେଶ ଯୋଗାଇଥିବା ଚକ୍ରକୋଟ ବଳରାମ ଖୁଣ୍ଟିଆ ଅଭିଯୋଗ କରିଛନ୍ତି । ଏହାକୁ ନେଇ ସେବାୟତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ।

 

ପୁରୀ ବ୍ଲୁଫ୍ଲାଗ ବିଚ୍‌ରୁ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

Recommended For You

About the Author: Utkal Odisha

Utkal Odisha brings the best of articles, news, and views in English and Odia.

Leave a Reply

Your email address will not be published. Required fields are marked *

Human Verification: In order to verify that you are a human and not a spam bot, please enter the answer into the following box below based on the instructions contained in the graphic.