ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ବ୍ୟବହୃତ ହୋଇଥିବା ସୂର୍ଯ୍ୟ, ଚନ୍ଦ୍ର ଗାଏବ ଅଭିଯୋଗ ।
ଶ୍ରୀମନ୍ଦିରର ଜଣେ କର୍ମଚାରୀ ଏହାକୁ ନେଇ ଯାଇଥିବା ନେଇ, ବେଶ ଯୋଗାଇଥିବା ଚକ୍ରକୋଟ ବଳରାମ ଖୁଣ୍ଟିଆ ଅଭିଯୋଗ କରିଛନ୍ତି । ଏହାକୁ ନେଇ ସେବାୟତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ।