beautiful thoughts : thought of the day motivational

. 🌷🙏ନୀତିବାଣୀ🙏🌷ସୁନ୍ଦର ହୃଦୟରଟିଏ ସାରା ଜିବନ ପାଇଁ ମନେ ରୁହେ…

Thought_of_the_Day_in_Odia
Reading Time: < 1 minute

🌹ସୁନ୍ଦର ମୁହଁଟିଏ କିଛିଦିନ ପାଇଁ ମନେ ରୁହେ।କିନ୍ତୁ ସୁନ୍ଦର ହୃଦୟରଟିଏ ସାରା ଜିବନ ପାଇଁ ମନରେ ସାଇତି ହୋଇ ରହିଯାଏ ।

🌹ମଣିଷର ପ୍ରକୃତି:- ପ୍ରଶୟ ଦେଲେ- ମୁଣ୍ଡରେ ଚଢ଼େ ଆଦର କଲେ- ଖୋସାମତ ଭାବେ ଉପଦେଶ ଦେଲେ- ମୁହଁ ମୋଡେ ଉପକାର କରିଥିଲେ- ଅସ୍ବୀକାର କରେ।

🌹ଜୀବନରେ କେବେ କାହା ପଛରେ ଦୌଡନାହିଁ। ତା ମନରେ ତୁମ ପ୍ରତି ଭଲ ପାଇବା ତ ବଢ଼ିବନି କିନ୍ତୁ ତୁମେ ତୁମ ନିଜର ଆତ୍ମସମ୍ମାନ ନିଶ୍ଚୟ ହରାଇ ବସିବ।

🌹ଯିଏ ଜ୍ଞାନୀ ହୋଇଥାଏ ବୁଝେଇ ହେବ ଯିଏ ଅଜ୍ଞାନୀ ହୋଇଥାଏ ତାକୁବି ବୁଝେଇ ହେବ, କିନ୍ତୁ ଯିଏ ଅଭିମାନି ତାକୁ ବୁଝେଇବା ସମ୍ଭବ ନୁହେଁ। କେବଳ ସମୟ ହିଁ ତାକୁ ବୁଝେଇ ଦେଇଥାଏ।

🌹ଗୋଟିଏ ଘରେ ଯେତେ ବି ଲୋକ ରୁହନ୍ତୁ ନା କାହିଁକି, ଯଦି ‘ମା’ ନଥାଏ ତେବେ ସେ ଘର ବହୁତ ଖାଲି ଖାଲି ଲାଗିଥାଏ।

🌹ସତ୍ୟକୁ ଯେତେ ଦବାଇବାକୁ ଚେଷ୍ଟା କଲେ ମଧ୍ୟ ତାହା ସାମନାକୁ ବାହାରିପଡେ । ସଂସାରରେ ଖୁବ୍ କମ୍ ପ୍ରାଣୀ ଅଛନ୍ତି ଯାହାର ଭିତର ବାହାର ସମାନ ନଚେତ୍ ସବୁ ଅଲଗା ଅଲଗା ।

🌹ସନ୍ଦେହ ଏକ ଏପରି ରୋଗ ଯାହା ଜଣଙ୍କ ମନରେ ଥରେ ବସିଯାଏ ଆଉ ସାରା ଜୀବନ ମନରୁ ବାହାରି ନଥାଏ। ବେଳେ ବେଳେ ସନ୍ଦେହ ଭଲ ଘରକୁ ବି ଭାଙ୍ଗିକି ଚୁରମାର କରିଦିଏ ।

🌼🌸🙏ଜୟ ଶ୍ରୀକୃଷ୍ଣ🙏🌸🌼

 

ଆଜିର ଅନୁଚିନ୍ତା: ମୃତ୍ୟୁ ହିଁ ସଦାସର୍ବଦା ଜାଗ୍ରତ

Recommended For You

About the Author: Utkal Odisha

Utkal Odisha brings the best of analysis, articles, data, information, insights, news, opinions, stories and views in English and in Odia language.
0 0 votes
Article Rating
Subscribe
Notify of
guest
0 Comments
Inline Feedbacks
View all comments
0
Would love your thoughts, please comment.x
()
x