ଆଜିର ଅନୁଚିନ୍ତା: କଲମର ନିଜସ୍ୱ କ୍ଷମତା ନାହିଁ

Pen thought of the day
Reading Time: < 1 minute

🎪🛕ଆଜିର ଅନୁଚିନ୍ତା🛕🎪
🍁🍁🍁🍁🍁🍁🍁🍁🍁🍁

➡️କଲମର ନିଜସ୍ୱ କ୍ଷମତା ନାହିଁ,ହେଲେ ଅନ୍ୟର ଆଙ୍ଗୁଳି ନିର୍ଦ୍ଦେଶରେ ସେ ବିଭିନ୍ନ କଥା ବର୍ଣ୍ଣନା କରିପାରିଥାଏ ।

➡️କେବେବି ବିଛଣା ତଳେ ପଇସା ରଖନ୍ତୁ ନାହିଁ -ଏହା ଲକ୍ଷ୍ମୀ ଛଡାର ଲକ୍ଷଣ ଅଟେ ।

➡️ଅନେକ ପରିସ୍ଥିତିରେ ହାରିବା ପରେ ହିଁ ସଫଳତା ରାସ୍ତାର ସନ୍ଧାନ ମିଳିଥାଏ ।ଏଣୁ ହାରିଗଲେ ନିରାଶ ନ ହୋଇ ମନୋବଳ ଦୃଢ ରଖି କାମ କରିବା ଉଚିତ୍ ।

➡️ଯେମିତି ଏକ ଛୋଟ ପୋକ ବଡ ବଡ ଫଳ ଭିତରେ ପଶି ଫଳକୁ ନଷ୍ଟ କରିଦିଏ,ସେମିତି ସନ୍ଦେହ ସମ୍ପର୍କ ଭିତରେ ପଶି ବଡ ବଡ ସମ୍ପର୍କକୁ ବି ନଷ୍ଟ କରିଦିଏ ।

➡️ପାଦରେ ଆଘାତ ଲାଗିଲେ ମଣିଷ ସଠିକ୍ ଭାବରେ ଚାଲିବା ଶିଖିଥାଏ, କିନ୍ତୁ କେବେ ହୃଦୟରେ ଆଘାତ ଲାଗେ ମଣିଷ ଦୁନିଆଁ ରେ ମଣିଷ ଚିହ୍ନିବା ସହ ବଞ୍ଚିବା ବି ଶିଖିଥାଏ ।

ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ.!

🙏🏻 ଜୟ ଜଗନ୍ନାଥ🙏🏻

 

Thought of the Day

Recommended For You

About the Author: Utkal Odisha

Utkal Odisha brings the best of articles, news, and views in English and Odia.

Leave a Reply

Your email address will not be published. Required fields are marked *

Human Verification: In order to verify that you are a human and not a spam bot, please enter the answer into the following box below based on the instructions contained in the graphic.