
🎪🛕ଆଜିର ଅନୁଚିନ୍ତା🛕🎪
🍁🍁🍁🍁🍁🍁🍁🍁🍁🍁
➡️କଲମର ନିଜସ୍ୱ କ୍ଷମତା ନାହିଁ,ହେଲେ ଅନ୍ୟର ଆଙ୍ଗୁଳି ନିର୍ଦ୍ଦେଶରେ ସେ ବିଭିନ୍ନ କଥା ବର୍ଣ୍ଣନା କରିପାରିଥାଏ ।
➡️କେବେବି ବିଛଣା ତଳେ ପଇସା ରଖନ୍ତୁ ନାହିଁ -ଏହା ଲକ୍ଷ୍ମୀ ଛଡାର ଲକ୍ଷଣ ଅଟେ ।
➡️ଅନେକ ପରିସ୍ଥିତିରେ ହାରିବା ପରେ ହିଁ ସଫଳତା ରାସ୍ତାର ସନ୍ଧାନ ମିଳିଥାଏ ।ଏଣୁ ହାରିଗଲେ ନିରାଶ ନ ହୋଇ ମନୋବଳ ଦୃଢ ରଖି କାମ କରିବା ଉଚିତ୍ ।
➡️ଯେମିତି ଏକ ଛୋଟ ପୋକ ବଡ ବଡ ଫଳ ଭିତରେ ପଶି ଫଳକୁ ନଷ୍ଟ କରିଦିଏ,ସେମିତି ସନ୍ଦେହ ସମ୍ପର୍କ ଭିତରେ ପଶି ବଡ ବଡ ସମ୍ପର୍କକୁ ବି ନଷ୍ଟ କରିଦିଏ ।
➡️ପାଦରେ ଆଘାତ ଲାଗିଲେ ମଣିଷ ସଠିକ୍ ଭାବରେ ଚାଲିବା ଶିଖିଥାଏ, କିନ୍ତୁ କେବେ ହୃଦୟରେ ଆଘାତ ଲାଗେ ମଣିଷ ଦୁନିଆଁ ରେ ମଣିଷ ଚିହ୍ନିବା ସହ ବଞ୍ଚିବା ବି ଶିଖିଥାଏ ।
ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ.!
🙏🏻 ଜୟ ଜଗନ୍ନାଥ🙏🏻